ଓଡ଼ିଶା ଭଳି ରାଜ୍ୟକୁ ଅଧିକ ଲାଭ ଦେବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୨(ବ୍ୟୁରୋ): ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ବିତ ହେବେ। ଓଡ଼ିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା ଅଧିକ। ତେଣୁ ଏହି ବଜେଟ ଦ୍ୱାରା ଓଡ଼ିଶା ଭଳି ରାଜ୍ୟ ସବୁଠୁ ବେଶି ଲାଭ ପାଇବ। ୨୦୨୦-୨୧ ଆର୍ଥିକ ବର୍ଷର ସାଧାରଣ ବଜେଟକୁ ଯୁଗାନ୍ତକାରୀ ପଦକ୍ଷେପ। ଏହି ବଜେଟରେ ଘୋଷଣା କରାଯାଇଥିବାରୁ ଓଡ଼ିଶା ଭଳି ରାଜ୍ୟରେ ବ୍ଲୁ ଇକୋନୋମି ମାଧ୍ୟମରେ ମାଛ ଉପତ୍ାଦନକୁ ଦୁଇଗୁଣା କରାଯିବ ା ଯୁବକମାନଙ୍କ ମେରାଇନ୍‌ ବ୍ୟବସାୟରେ ଭାଗୀଦାରି ବଢ଼ାଇବା ପାଇଁ ‘ସାଗରମିତ୍ର’ ଭଳି କାର୍ଯ୍ୟକ୍ରମ ସାମ୍ନାକୁ ଅଣାଯାଇଛି ା ଦେଶର ଗ୍ରାମପଞ୍ଚାୟତଗୁଡ଼ିକୁ ଭାରତ ନେଟ୍‌ ମାଧ୍ୟମରେ ଯୋଡାଯିବ। ପ୍ରତି ଗାଁରେ କୃଷି ଆଧାରିତ ବଜାର ବ୍ୟବସ୍ଥା ତିଆରି କରିବା , ଶୀତଳ ଭଣ୍ଡାର ବ୍ୟବସ୍ଥାକୁ ବଢ଼ାଇବା ପାଇଁ ବଜେଟରେ ଗୁରୁତ୍ୱ ଦିଆଯାଇଛି। ବଜେଟରେ ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ନିବେଶ ବଢାଯାଇଛି। ଢାଞ୍ଚାଗତ କ୍ଷେତ୍ର ତଥା ସଡ଼କପଥ, ରେଳ, ବିମାନ, ଜଳପଥର ବିକାଶ ପାଇଁ ଗୁରୁତ୍ୱ ଦିଆଯାଇଛି। ମଧ୍ୟବିତ ବ୍ୟବସାୟୀମାନଙ୍କ ପାଇଁ ବଜେଟରେ ନୂଆ ନୀତି ଅଣାଯାଇଛି। ବ୍ୟକ୍ତିଗତ ଆୟରେ ଲାଗୁଥିବା ଟିକସ ହ୍ରାସ କରାଯାଇଛି ା କର୍ପୋରେଟ୍‌ ଜଗତ ପାଇଁ ଟିକସରେ ସୁଧାର ଅଣାଯାଇଛି। ଷ୍ଟାଟଅପ୍‌ କରୁଥିବା ବ୍ୟକ୍ତିମାନଙ୍କୁ ଟିକସ ରିହାତି ଦିଆଯାଇଛି। ଅର୍ଥନୀତିରେ ଯେଉଁ ଦୁର୍ବଳବସ୍ଥା ଦେଖାଯାଇଥିଲା ସେଥିରୁ ବାହାରିବା ପାଇଁ ଏହାଠୁ ଭଲ ପଦକ୍ଷେପ କିଛି ହୋଇ ନ ପାରେ ା


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?