ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍‌ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା ସହିତ ରସଗୋଲା ଜଡ଼ିତ ବୋଲି ଏଥିରେ ସୂଚିତ ହୋଇଛି। ଚେନ୍ନାଇର ଜିଆଇ ରେଜିଷ୍ଟାରଙ୍କ ପକ୍ଷରୁ ଏହି ମାନ୍ୟତା ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୫ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସୂଚନାଯୋଗ୍ୟ, ପ୍ରତିବର୍ଷ ଜୁଲାଇ ୩୦ରେ ଓଡ଼ିଶାରେ ରସଗୋଲା ଦିବସ ପାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri