ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ ରହିଛି।

ଭୁବନେଶ୍ୱରରେ ଅପରାଜିତା ଷଡଙ୍ଗୀ ଆଗରେ ରହିଛନ୍ତି। ସେହିପରି ବଲାଙ୍ଗିରରେ ଭାଜପା ପ୍ରାର୍ଥୀ ସଙ୍ଗୀତା ସିଂହଦେଓ ଆଗରେ ଥିବାବେଳେ ଢେଙ୍କାନାଳରେ ଭାଜପା ରୁଦ୍ର ପାଣି ଆଗରେ ଚାଲିଛନ୍ତି। ଆସିକା ଲୋକସ ଭାରେ ଆସନରେ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋୟୀ ଆଗରେ ଚାଲିଥିବାବେଳେ ନବରଙ୍ଗପୁରରେ ଦଳୀୟ ପ୍ରାର୍ଥୀ ରମେଶ ମାଝୀ ଆଗରେ ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି।…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri