ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ୍‌ ଲୋକାର୍ପିତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ ମଙ୍ଗଳବାର ଅପରାହ୍ନରେ ଲୋକାର୍ପିତ ହୋଇଛି ା କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପୋର୍ଟାଲ୍‌କୁ ଲୋକାର୍ପଣ କରିଛନ୍ତି ା ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ଶ୍ରୀନିବାସ ଓ ସରକାରୀ ମୁଦ୍ରଣାଳୟର ନିର୍ଦ୍ଦେଶକ ମହେନ୍ଦ୍ର ପ୍ରତାପ ଇ-ବାଣିଜ୍ୟ ପୋର୍ଟାଲର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଛନ୍ତି। ଓଡ଼ିଶା ସରକାରଙ୍କର ୫-ଟି ପ୍ରୟାସ ଅନୁଯାୟୀ ସରକାରୀ ମୁଦ୍ରଣାଳୟରେ ପ୍ରଚଳିତ ବିକ୍ରିବଟାକୁ ବୈଷୟିକ ଜ୍ଞାନ ପ୍ରୟୋଗକ୍ରମେ ଆଧୁନିକ ପ୍ରଣାଳୀରେ ପରିବର୍ତ୍ତନ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି ା ଏଥିରେ ସରକାରୀ ଡାଇରି, କ୍ୟାଲେଣ୍ଡର ଓ ଅନ୍ୟାନ୍ୟ ସରକାରୀ ଛାପା ବହି ବିକ୍ରି କରାଯିବ ା ଏଥିନିମନ୍ତେ ସରକାରୀ ମୁଦ୍ରଣାଳୟ ଏକ ଇ-ବାଣିଜ୍ୟ ପୋର୍ଟାଲ www.ogpress.nic.in ଆରମ୍ଭ ହୋଇଯାଇଛି ା ଜନସାଧାରଣ ଅନ୍‌ଲାଇନ୍‌ ମାଧ୍ୟମରେ ଦେୟ ପୈଠ କରି ଯେକୌଣସି ସ୍ଥାନରେ ଏବଂ ସମୟରେ ଏହିସବୁ ସାମଗ୍ରୀ ପାଇ ପାରିବେ ା


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri