ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ ହାଇକୋର୍ଟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ କରୋନା କଟକଣା ପାଇଁ ଆଇନଜୀବୀ ଏବଂ ଅନ୍ୟମାନଙ୍କ ଉପସ୍ଥିତକୁ ବାରଣ କରାଯାଇଥିଲା।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗତ ମଙ୍ଗଳବାର ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ ଅମୀୟ କୁମାରୀ ପାଢ଼ୀ ଏବଂ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ପରେ ଜଷ୍ଟିସ ସାବିତ୍ରୀ ରଥ ହେଉଛନ୍ତି ତୃତୀୟ ମହିଳା ବିଚାରପତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri