ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍‌ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ। ପୂର୍ବରୁ ବ୍ଲକ ଅଧ୍ୟକ୍ଷା ମାନିନି ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବନାଥ ବାରିକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ରଣଜିତ, ବାଲିଗୁଡା ଉପ ଜିଲାପାଳ ଦେବେନ୍ଦ୍ର ନନ୍ଦ, ବିଡିଓ ପ୍ରବୀଣ କୁମାର ବାଣୁଆ, ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର, ସଭ୍ୟା ଝୁଲିମା ଦଳ ବେହେରା, ସରପଞ୍ଚ ପଞ୍ଚୁ ପ୍ରଧାନ, ସୁଷମା ପ୍ରଧାନ, ରଶ୍ମିତା ପ୍ରଧାନ, ଭିକାରୀ ମଲ୍ଲିକ, ଦୁନିଆ ମଲ୍ଲିକ, ସମିତି ସଭ୍ୟା କ୍ରିଷ୍ଣାପ୍ରିୟା ପ୍ରଧାନ ପ୍ରମୁଖ ଯୋଗ ଦେଇ ଥିଲେ। କୃତିତ୍ୱ ଅର୍ଜନ କରିଥିବା ବିଭିନ୍ନ ସ୍ବୟଂ ସହାୟକ ଗ୍ରୁପ୍‌ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri