ଭୁବନେଶ୍ୱର,୧୭।୪ : କୋଭିଡ୍-୧୯ ଲଢେଇରେ ଯୋଗଦାନ ସ୍ବରୂପ ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩.୪୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ମ୍ୟୁଚୁଆଲ ଶିଳ୍ପ ସହ ଜଡିତ ୨୦୦ ଅଂଶୀଦାରଙ୍କ ଦାନ ଏହା ମଧ୍ୟରେ ସାମିଲ ରହିଛି। କୋଭିଡ-୧୯ ମାନବଜାତି ଏକ ବଡ ଚ୍ୟାଲେଞ୍ଜ ହୋଇଛି। ବର୍ତ୍ତମାନ ସମସ୍ତେ ଏହା ବିରୋଧରେ ମିଳିତ ହୋଇ ଲଢିବାର ଆବଶ୍ୟକତା ରହିଛି। ଅସୁବିଧାରେ ଥିବା ବ୍ୟକ୍ତି ବିଶେଷଙ୍କ ସହାୟତା ଲାଗି ଲୋକମାନେ ଆଗେଇ ଆସିବାକୁ ଶିଳ୍ପ ପକ୍ଷରୁ ନିବେଦନ କରାଯାଇଛି।
ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍ ଜମା କରିପାରିବେ? ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…
ସରିଗଲା ଡେଡ୍ଲାଇନ୍; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…
ନୂଆଦିଲ୍ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…
Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ
ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…
RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ
ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…
ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…
ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…
UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ
ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…
ଦୀପାବଳି ପାଇଁ ଏବେଠୁ ବୁକ୍ ହୋଇଗଲା ସବୁ ଟ୍ରେନ ଟିକେଟ୍! କିଛି ସମୟରେ…
ନୂଆଦିଲ୍ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…
କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA
ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…
Archives

