Posted inଜାତୀୟ

ଓଢ଼ଣି ଉପରେ ପ୍ରତିବନ୍ଧକ ଲାଗିବ କେବେ: ଓଓ୍ବେସି

ନୂଆଦିଲ୍ଲୀ,୧।୫: ବୁର୍ଖା ଉପରେ ପ୍ରତିବନ୍ଧକ ଲଗାଯିବା ପାଇଁ ଶିବସେନା ପକ୍ଷରୁ ଦାବୀ କରାଯାଇଛି। ତେବେ ଏନେଇ ଭାଜପା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଏହା ଏକ ପରମ୍ପରା। ପରମ୍ପରାକୁ ଭଙ୍ଗ କରାଯିବା ଅନୁଚିତ ବୋଲି ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ କହିଛନ୍ତି। ଏହି ମର୍ମରେ ଏଆଇଏମ୍‌ଆଇଏମ୍‌ ପ୍ରମୁଖ ଅସଦୁଦ୍ଦିନ୍‌ ଓଓ୍ବେସି ପ୍ରଶ୍ନ କରିଛନ୍ତି ବୁର୍ଖା ପରି ଓଢ଼ଣି ଉପରେ ପ୍ରତିବନ୍ଧକ କେବେ ଲଗାଯିବ। ଶିବସେନାର ମୁଖପତ୍ର ସାମନାର କିଛି ଗୁରୁତ୍ୱ ନାହିଁ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହରାଇବା ପାଇଁ କହିଥିବାବେଳେ ଏବେ ଭାଜପା ସହିତ ମେଣ୍ଟ କରିଛି। ସାମନାର କଥା ଏବଂ କାମରେ ପାର୍ଥକ୍ୟ ଥିବା ଓଓ୍ବେସି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri