Posted inଖେଳ

ଓମାନ ଓପନ୍‌ ଫାଇନାଲରେ ଶରଥ୍‌

ମସ୍କଟ, ୧୫।୩ (ପି.ଟି.)- ଭାରତୀୟ ଭେଟେରାନ ଟେବୁଲ ଟେନିସ ଖେଳାଳି ଅଚନ୍ତ ଶରଥ୍‌ କମଲ ଏଠାରେ ଚାଳିଥିବା ଆଇଟିଟିଏଫ୍‌ ଚ୍ୟାଲେଞ୍ଜର ପ୍ଲସ ଓମାନ୍‌ ଓପନ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ଶରଥ୍‌ ରୁଷିଆର କିରିଲ ସ୍କାଚକୋଭଙ୍କୁ ହରାଇଛନ୍ତି। ଚତୁର୍ଥ ସିଡ୍‌ ଶରଥ୍‌ ଏହି ମ୍ୟାଚ୍‌ର ପ୍ରଥମ ଦୁଇ ଗେମ୍‌କୁ ଯଥାକ୍ରମେ ୧୧-୧୩, ୧୧-୧୩ରେ ହାରିଯାଇଥିଲେ। କିନ୍ତୁ ଏହାପରେ ୧୩-୧୧, ୧୧-୯, ୧୩-୧୧, ୮-୧୧, ୧୧-୭ରେ ଜିତି ଫାଇନାଲରେ ସ୍ଥାନ ପକ୍କା କରିନେଇଥିଲେ। ସାତ ସେଟ୍‌ ବିଶିଷ୍ଟ ଏହି ସେମିଫାଇନାଲ ମ୍ୟାଚ୍‌ ଏକ ଘଣ୍ଟା ୮ ମିନିଟ୍‌ ଧରି ଚାଲିଥିଲା। ଫାଇନାଲରେ ସେ ଟପ୍‌ ସିଡ୍‌ ପର୍ତ୍ତୁଗାଲର ମାର୍କସ ଫ୍ରେଇଟ୍ସଙ୍କୁ ଭେଟିବେ। ବିଜୟ ସହ ୩୭ ବର୍ଷୀୟ ଶରଥ୍‌ ଦୀର୍ଘ ୧୦ ବର୍ଷର ବ୍ୟବଧାନ ପରେ କୌଣସି ଆଇଟିଟିଏଫ୍‌ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଶେଷଥର ପାଇଁ ସେ ୨୦୧୦ ଇଜିପ୍ଟ ଓପନ୍‌ ଫାଇନାଲରେ ପହଞ୍ଚତ୍ ଟାଇଟଲ୍‌ ମଧ୍ୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri