Posted inଖେଳ

ଓଲଟା ବ୍ୟାଟ ଧରି ରନ୍‌ ନେଇ କ୍ରିଜରେ ଶୀଘ୍ର ପହଞ୍ଚିଲେ ବ୍ୟାଟ୍ସମ୍ୟାନ

କରାଚୀ,୨୪ା୨- ବ୍ୟାଟ୍ସମ୍ୟାନମାନେ ରନ୍‌ ଚୋରାଇଲାବେଳେ ସାଧାରଣତଃ ଦ୍ରୁତ ଗତିରେ ଦୌଡ଼ିବା ସହିତ ବ୍ୟାଟକୁ ଆଗକୁ ରଖନ୍ତି। କାରଣ ବ୍ୟାଟ୍ସମ୍ୟାନ ପହଞ୍ଚତ୍ବା ପୂର୍ବରୁ ବ୍ୟାଟ ପହଞ୍ଚତ୍ବ। କିନ୍ତୁ ବ୍ୟାଟ୍ସମ୍ୟାନ ରନଆଉଟ୍‌ରୁ ବଞ୍ଚତ୍ବା ଲାଗି ଦ୍ରୁତ ଗତିରେ ଦୌଡ଼ିବା ସହ ଆଉ ଏକ କାର୍ଯ୍ୟ କରିପାରିବ। ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ମୋଏନ ଖାଁଙ୍କ ପୁଅ ଅଜାମ ରନଆଉଟ୍‌ରୁ ବର୍ତ୍ତିବା ଲାଗି ବ୍ୟାଟ୍‌କୁ ଓଲଟା ଧରି ଦୌଡ଼ିଥିଲେ। ବ୍ୟାଟର ବେଣ୍ଟକୁ ଗ୍ରାଉଣ୍ଡରେ ଲଗାଇଥିଲେ। ଏହାଦ୍ୱାରା ସେ ବ୍ୟାଟ୍‌ର ପୂରା ଲମ୍ବାକୁ ବ୍ୟବହାର କରିପାରିଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଜଣେ ପ୍ରଶଂସକ ଟୁଇଟ୍‌ କରିଛନ୍ତି, ଯଦି ବ୍ୟାକୁ ଓଲଟା ଧରାଯାଏ, ତେବେ ବ୍ୟାଟ୍ସମ୍ୟାନ ଶୀଘ୍ର କ୍ରିଜରେ ପହଞ୍ଚତ୍ବ। ରବିବାର ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ କୁଏଟା ଗ୍ଲାଡିଏଟର୍ସ ପକ୍ଷରୁ ଖେଳୁଥିବା ଅଜାମ ୩୦ ବଲରେ ୪୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri