ଓଲଟିଲା ପେଟ୍ରୋଲ ଟ୍ୟାଙ୍କର, ରାଜପଥ ୯ ଘଣ୍ଟା ଅଚଳ

ଜୟପୁର,୧୭ା୧୨(ଡି.ଏନ୍‌.ଏ.): ଜୟପୁର-କୋରାପୁଟ ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ପୂର୍ବାହ୍ନ ୬ଟାରେ ଏକ ତେଲ ଟ୍ୟାଙ୍କର ଓଲଟି ପଡ଼ିଛି। ଫଳରେ ସେଥିରୁ ନିର୍ଗତ ପେଟ୍ରୋଲ ରାସ୍ତାକୁ ବହିବା ଯୋଗୁ ଅଗ୍ନିକାଣ୍ଡ ଆଶଙ୍କାରେ ସେହି ରୁଟ୍‌ରେ ଗାଡ଼ି ଚଳାଚଳ ବନ୍ଦ ହୋଇଛି। ପୂର୍ବାହ୍ନ ୬ଟାରୁ ଅପରାହ୍ନ ୨ଟା ଯାଏ ୯ ଘଣ୍ଟା ଅବରୋଧ ହୋଇଥିଲା। ଘଟଣାସ୍ଥଳରେ ଜୟପୁର ସଦରଥାନା ପୋଲିସ ପହଞ୍ଚତ୍ ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ କରିଛି। ଅଗ୍ନିଶମ ବାହିନୀ ପହଞ୍ଚତ୍ବା ପରେ ଦୁଇଟି କ୍ରେନ୍‌ ଦ୍ୱାରା ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରକୁ ରାସ୍ତାରୁ ଅନ୍ୟତ୍ର ନିଆଯାଇଥିଲା। ବସ୍‌ ଓ ଅନ୍ୟ ଗାଡ଼ି ଚଳାଚଳ ହୋଇ ନ ପାରିବା ଯୋଗୁ ଜୟପୁର ଓ କୋରାପୁଟ ମହାବିଦ୍ୟାଳୟରେ ଚାଲିଥିବା ଇଣ୍ଟରନାଲ ପରୀକ୍ଷା ପାଇଁ ପହଞ୍ଚତ୍ବାରେ ଅସୁବିଧା ଭୋଗିଥିଲେ ଛାତ୍ରୀଛାତ୍ର। ସେହିପରି ଜୟପୁରରୁ ରୋଗୀ ନେଇ କୋରାପୁଟ ମେଡିକାଲ କଲେଜକୁ ଆମ୍ବୁଲାନ୍ସ ଯିବାରେ ମଧ୍ୟ ସମସ୍ୟା ହୋଇଥିଲା। ଲମତାପୁଟ ବ୍ଲକ ପେଟାଛକ ଦେଇ ୫୦ କିମି ବୁଲାଣିରେ କୋରାପୁଟ ମେଡିକାଲ ଯାଇଥିଲା ଆମ୍ବୁଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri