ଟିପ୍ପର ଓଲଟିଲା : ଚାଳକ ଗୁରୁତର

କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହି ରାସ୍ତା ଖରାପ ଥିବାରୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଥିବାରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri