Posted inଜାତୀୟ

ଓଲା-ଉବର ଭଳି ଭଡ଼ାରେ ମିଳିବ ଟ୍ରାକ୍ଟର ଓ କୃଷି ସରଞ୍ଜାମ: ଗୁଗଲ ପ୍ଲେ ଷ୍ଟୋରରେ ଉପଲବ୍ଧ ହେବ ସିଏଚ୍‌ସି ଫାର୍ମ ମେସିନାରି ଆପ୍‌

ନୂଆଦିଲ୍ଲୀ,୧୨।୯: ଏଣିକି ଓଲା-ଉବର ଭଳି ଚାଷୀଙ୍କୁ ଭଡ଼ାରେ ଅନ୍‌ଲାଇନ୍‌ରେ ଟ୍ରାକ୍ଟର ସହିତ ଅନ୍ୟ କୃଷି ସରଞ୍ଜାମ ଯୋଗାଇ ଦିଆଯିବ। ସିଏଚ୍‌ସି ଫାର୍ମ ମେସିନାରି ଆପ୍‌ ଦ୍ୱାରା ଏହା ସମ୍ଭବ ହୋଇ ପାରିବ। ଏହି ଆପ୍‌ ଗୁଗଲ ପ୍ଲେ ଷ୍ଟୋରରୁ ଡାଉନଲୋଡ୍‌ କରିହେବ। ଏହା ୧୨ଟି ଭିନ୍ନ ଭିନ୍ନ ଭାଷାରେ ଉପଲବ୍ଧ ହେବ। ଏଥିପାଇଁ ଦେଶରେ ୩୫ ହଜାର କଷ୍ଟମ୍‌ ହାୟରିଙ୍ଗ୍‌ ସେଣ୍ଟର ସ୍ଥାପିତ କରାଯିବ। ଏସବୁ ସେଣ୍ଟର ଦ୍ୱାରା ବାର୍ଷିକ ୨ ଲକ୍ଷ ୫୦ ହଜାର କୃଷି ଉପକରଣ ଭଡ଼ାରେ ଦିଆଯାଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri