Posted inଖେଳ

ଓସାକା, ରୋଜର୍ସ କ୍ୱାର୍ଟର ଫାଇନାଲରେ

ନ୍ୟୁୟର୍କ, ୮।୯(ଏପି): ଜାପାନର ନାଓମି ଓସାକା ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରି-କ୍ୱାର୍ଟରରେ ସେ ଆନେଟ କୋଣ୍ଟାଭେଟଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଏଠାରେ ୨୦୧୮ରେ ଟାଇଟଲ ବିଜୟିନୀ ହୋଇଥିବା ଓସାକା ଗତବର୍ଷ ୪ର୍ଥ ରାଉଣ୍ଡରୁ ବିଦାୟ ନେଇଥିଲେ। କ୍ୟାରିୟରରେ ସେ ୨ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଅନ୍ୟଏକ ମ୍ୟାଚରେ ଶିଲ୍‌ବି ରୋଜର୍ସ ୭-୬(୫), ୩-୬, ୭-୬(୮/୬) ସେଟ୍‌ରେ ପେତ୍ରା କ୍ୱିଟୋଭାଙ୍କୁ ହରାଇ ଦେଇଛନ୍ତି। ଓସାକା ଓ ରୋଜର୍ସ ପରସ୍ପରକୁ କ୍ୱାର୍ଟର ଫାଇନାଲରେ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri