ଓସ୍କାର ଦୌଡରୁ ବାଦ୍‌ ପଡିଲା ‘ଗଲି ବୟ’

ନୂଆଦିଲ୍ଲୀ,୧୭।୧୨: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଷ୍ଟାରକାଷ୍ଟରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଗଲି ବୟ’ ଓସ୍କାର ଦୌଡରୁ ବାଦ୍‌ ପଡିଛି। ଭାରତ ପକ୍ଷରୁ ଏହାକୁ ୯୨ତମ ଏକାଡେମୀ ଆଓ୍ବାର୍ଡ ପାଇଁ ପଠାଯାଇଥିଲା। ‘ଗଲି ବୟ’ର ଏଣ୍ଟ୍ରି ବେଷ୍ଟ ଇଣ୍ଟରନ୍ୟାଶନାଲ ଫିଚର ଫିଲ୍ମ କାଟାଗୋରୀରେ କରାଯାଇଥିଲା। ସୋମବାର ଏକାଡେମୀ ଅଫ୍‌ ମୋଶନ ପିକ୍ଚର ଆର୍ଟସ ଆଣ୍ଡ ସାଇନ୍ସ ପକ୍ଷରୁ ୨୦୨୦ପାଇଁ ଯେଉଁ ୯ଟି କାଟାଗୋରୀରେ ସର୍ଟ ଲିଷ୍ଟେଡ ନୋମିନେଶନ କରାଯାଇଛି ସେଥିରେ ‘ଗଲି ବୟ’ବୁ ବାଦ୍‌ ଦିଆଯାଇଛି। ଏଥିରେ ୧୦ଟି ଚଳଚ୍ଚିତ୍ରକୁ ସ୍ଥାନ ଦିଆଯାଇଛି। ଜାନୁୟାରୀ ୩,୨୦୨୦ରେ ଏହାର ଚୁଡାନ୍ତ ତାଲିକା ପ୍ରକାଶ ପାଇବ ଓ ଫେବୃୟାରୀ ୯, ୨୦୨୦ରେ ହଲିଉଡ୍‌ର ଡଲବି ଥିଲଏଟରରେ ଏହି ପୁରସ୍କାର ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri