Posted inଜାତୀୟ

ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ସୁରକ୍ଷାରେ କର୍ତ୍ତବ୍ୟ କରୁଥିବା ସମୟରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଏହାର ନିର୍ମାଣ କରାଯାଇଛି। ସିଡିଏସ୍‌ଜେନେରାଲ ବିପିନ ରାଓ୍ବତ, ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ, ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌ ଭଦୋରିୟା ମଧ୍ୟ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri