Posted inଖେଳ

ଓ୍ବାସିମ ଜାଫରଙ୍କ ରେକର୍ଡ ୧୫୦ତମ ରଣ୍‌ଜୀ ମ୍ୟାଚ୍‌

ବିଜୟଓ୍ବାଡା,୯।୧୨- ଭେଟେରାନ ଓପନର ଓ୍ବାସିମ ଜାଫର ସୋମବାର ରଣଜୀ କ୍ୟାରିୟରର ୧୫୦ ମ୍ୟାଚ୍‌ରେ ପଦାର୍ପଣ କରିଛନ୍ତି। ଏଠାରେ ଆନ୍ଧ୍ର ପ୍ରଦେଶ ଓ ବିଦର୍ଭ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଜାଫର ଏହି ସମ୍ମାନଜନକ ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ଜାଫରଙ୍କ ପଛକୁ ସର୍ବାଧିକ ରଣଜୀ ମ୍ୟାଚ୍‌ ଖେଳିଥିବା ଖେଳାଳିଙ୍କ ମଧ୍ୟରେ ଦେବେନ୍ଦ୍ର ବୁଣ୍ଡେଲା (୧୪୫ତମ) ଓ ଅମୋଲ ମୁଜୁମଦାର (୧୩୬ତମ) ରହିଛନ୍ତି। ଜାଫରଙ୍କ କ୍ୟାରିୟରରେ ୪୦ ଶତକ ସହ ୧୧,୭୭୫ ରନ୍‌ ରହିଛି। ମୁମ୍ବାଇରେ ଜନ୍ମୀତ ବ୍ୟାଟ୍ସମ୍ୟାନ ମୋଟ ୨୫୩ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ୧୯,୧୪୭ ରନ୍‌ କରିଛନ୍ତି। ଦେଶ ପାଇଁ ସେ ୩୧ ଟେଷ୍ଟ ଓ ୨ ଦିନିକିଆ ମଧ୍ୟ ଖେଳିଛନ୍ତି। ଜାଫରଙ୍କ ୧୫୦ତମ ରଣଜୀ ମ୍ୟାଚ୍‌ରେ ଏକ ଭିନ୍ନ ଘଟଣା ଘଟିଥିଲା। ମ୍ୟାଚ୍‌ବେଳେ ଗ୍ରାଉଣ୍ଡକୁ ଶାପ ପଶି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri