ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରୁ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନଡ଼ା ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ତେବେ ଅମେଠି ଆସନରେ ରାହୁଲ ପଛୁଆ ରହିଛନ୍ତି।
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରୁ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନଡ଼ା ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ତେବେ ଅମେଠି ଆସନରେ ରାହୁଲ ପଛୁଆ ରହିଛନ୍ତି।
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...
ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...
ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...
