Posted inଫୁରସତ

ଓ୍ବେଭି ଲିପ୍ସ ଫ୍ୟାଶନ୍‌

ଫ୍ୟାଶନ୍‌ ବଦଳୁଛି। ବଦଳୁଛି ଟ୍ରେଣ୍ଡ। ସୁନ୍ଦର, ଷ୍ଟାଇଲିସ୍‌ ଓ ଆକର୍ଷଣୀୟ ଲାଗିବା ପାଇଁ ସମସ୍ତେ ସେହି ଫ୍ୟାଶନ୍‌ର ନୂଆ ଟ୍ରେଣ୍ଡକୁ ଆପଣେଇଥାଆନ୍ତି। ଏମିତିକି ଫ୍ୟାଶନ ଅଜବ ହେଲେବି ତାକୁ ଆପଣେଇବାକୁ ପଛାନ୍ତି ନାହିଁ। ଯେମିତିକି ଏବେ ଓ୍ବେଭି ଲିପ୍ସର ଫ୍ୟାଶନ୍‌ ଆରମ୍ଭ ହୋଇଛି। କେହି କେହି ଏହାକୁ ଡେଭିଲ ଲିପ୍ସ ବା ଅକ୍ଟୋପସ୍‌ ଲିପ୍ସ କହୁଛନ୍ତି। କସ୍ମେଟିକ୍‌ ସର୍ଜରୀ କରାଇ ଓଠର ଚାରିପଟ ଧାରରେ ଫିଲର୍‌ ଭର୍ତ୍ତି କରାଯାଏ। ଖାସ୍‌କରି ଉପର ଓଠର ଧାରରେ ଫିଲର୍‌ ଦେଇ ଲହଡି ବା ଓ୍ବେଭି ଲୁକ୍‌ ଦିଆଯାଏ। ଏହି ବ୍ୟୁଟି ଟ୍ରେଣ୍ଡ କେଉଁଠୁ ଓ କିଏ ଆରମ୍ଭ କରିଛି ଠିକ୍‌ଭାବେ ଜଣା ନାହିଁ। ହେଲେ କୁହାଯାଉଛି ରୁଷୀୟ ପ୍ଲାଷ୍ଟିକ ସର୍ଜନ ଏମିଲିଆନ୍‌ ବ୍ରଡ୍‌ ଏହି ଟ୍ରେଣ୍ଡକୁ ଆରମ୍ଭ କରିଥିଲେ। ରୁଷ୍‌ରେ ଏହାର ଲୋକପ୍ରିୟତା ବଢିଥିବା ଜଣାଯାଏ। ତେବେ କିଛି ପ୍ଲାଷ୍ଟିକ ସର୍ଜନଙ୍କ ମତରେ ଏଭଳି ଓ୍ବେଭି ଲିପ୍ସ କରିବା ବିପଜ୍ଜନକ। ତେଣୁ ଏହାକୁ ନ ଆପଣେଇବାକୁ ପରାମର୍ଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri