Posted inଖେଳ

ଓ୍ବେଷ୍ଟଇଣ୍ଡିଜ ୧୫୦/୪

ଭୁବନେଶ୍ୱର,୨୨।୧୨- କଟକସ୍ଥ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ଏପର୍ଯ୍ୟନ୍ତ ୩୩ ଓଭର ଖେଳି ୪ ଉଇକେଟ ହରାଇ ୧୫୦ ରନ୍‌ କରିଛି। ଦଳ ଇଭିନ ଲୁଇସ (୨୧), ଶାଇ ହୋପ (୪୨), ରୋଷ୍ଟନ ଚେଜ (୩୮) ଓ ଶିମରନ ହେଟମେୟାର(୩୭)ଙ୍କ ଉଇକେଟ ହରାଇ ସାରିଛି। ଭାରତୀୟ ବୋଲରଙ୍କ ମଧ୍ୟରେ ପଦାର୍ପଣକାରୀ ପେସର ନବଦୀପ ସାଇନି ୨ ଉଇକେଟ ନେଇଥିବାବେଳେ ମହମ୍ମଦ ଶାମି ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ହାସଲ କରିଛନ୍ତି। ଏବେ ଅଧିନାୟକ କିରନ ପୋଲାର୍ଡ ଖାତା ଖୋଲି ନ ଥିବାବେଳେ ନିକୋଲାସ ପୁରାନ ୧୧ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri