ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ

ନୂଆଦିଲ୍ଲୀ,୧୩-୨: ଗତ ଡିସେମ୍ବର ମାସରେ ଦେଶର ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ ଘଟିଛି। ମାନୁଫାକଚରିଂ କ୍ଷେତ୍ରରେ ହ୍ରାସ ଯୋଗୁ ଏହା ହୋଇଥିବା ସରକାରୀ ଡାଟାରୁ ଜଣାପଡିଛି। ୨୦୧୮ ଡିସେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ସୂଚୀ (ଆଇଆଇପି) ୨.୫% ଅଭିବୃଦ୍ଧି ହୋଇଥିଲା। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ଡାଟା ମୁତାବକ ମାନୁଫାକଚରିଂ କ୍ଷେତ୍ର ଅଭିବୃଦ୍ଧି ୧.୨% ରହିଛି। ୨୦୧୮ ଡିସେମ୍ବରରେ ଏହାର ୨.୯% ବୃଦ୍ଧି ଘଟିଥିଲା। ଏହି ସମୟରେ ବିଦ୍ୟୁତ ଉତ୍ପାଦନ ୦.୧% ହ୍ରାସ ଘଟିଥିବା ଦେଖାଯାଇଛି। ୨୦୧୮ ଡିସେମ୍ବରରେ ଏଥିରେ ୪.୫% ବୃଦ୍ଧି ପରିଲକ୍ଷିତ ହୋଇଥିଲା। ଏହାବାଦ ଖଣି କ୍ଷେତ୍ର କାର୍ଯ୍ୟକଳାପ ୫.୪% ବଢିଛି। ଏହା ପୂର୍ବରୁ ୧% ହ୍ରାସ ହୋଇଥିଲା। ଚଳିତ ବର୍ଷ ଏପ୍ରିଲ-ଡିସେମ୍ବର ସମୟରେ ଆଇଆଇପି ଅଭିବୃଦ୍ଧି ୦.୫% ଖସିଛି। ଏହା ୨୦୧୮-୧୯ରେ ୪.୭% ବୃଦ୍ଧି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?