ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି

କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର)ଗବେଷକମାନେ ମ୍ୟାଲେରିଆ ପାଇଁ ଉର୍ଦ୍ଦିଷ୍ଟ ହାଇଡ୍ରୋକ୍ସି କ୍ଲୋରୋକୁଇନ୍‌କୁ କରୋନା ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀ କିମ୍ବା ରୋଗୀଙ୍କ ସଂସ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କ ପ୍ରତିଷେଧକ ଚିକିତ୍ସା ଭାବେ ବ୍ୟବହାର କରାଯାଇପାରିବ ବୋଲି ମତ ରଖିଥିଲେ। ଫଳରେ ସାଧାରଣ ଜନତା ଏହି ଔଷଧର ବ୍ୟବହାର ଓ ପାର୍ଶ୍ୱ ପ୍ରତିକ୍ରିୟାକୁ ଭଲ ଭାବେ ନ ବୁଝି କିଣିବା ଯୋଗୁ ବଜାରରୁ ହାଇଡ୍ରୋକ୍ସି କ୍ଲୋରୋକୁଇନର ସମସ୍ତ ବ୍ରାଣ୍ଡ ଖାଲି ହୋଇଯାଇଛି। କିନ୍ତୁ ଏହି ଔଷଧ ବ୍ୟବହାର କରିବା ପରେ ଜଣେ ଯେ ନିଶ୍ଚିତ ରୂପେ କରୋନା ସଂକ୍ରମଣର ଶିକାର ହେବ ନାହଁି ତାହା କହିବା ଠିକ୍‌ ହେବ ନାହଁି ବୋଲି ମେଡିସିନ ସ୍ପେଶାଲିଷ୍ଟ ପ୍ରଫେସର ଜୟନ୍ତ ପଣ୍ଡା କହିଛନ୍ତି। ଏବେ ଏହି ଔଷଧ ଅନାବଶ୍ୟକଭାବେ ସରକାରୀ ଡାକ୍ତରଖାନାରେ କାହାରିକୁ ଦିଆଯାଉ ନ ଥିବା କାରଣରୁ ହସ୍ପିଟାଲ ଫାର୍ମାସୀଗୁଡିକରେ ଉପଲବ୍ଧ ଅଛି ବୋଲି ପ୍ରଫେସର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri