Posted inଫୁରସତ

ଔଷଧ ନୁହେଁ ଦେହରେ ନିଆଁ ଲଗାଇ କରାଯାଏ ରୋଗର ଚିକିତ୍ସା

ଔଷଧ ତଥା ଚେରମୂଳି ଦ୍ୱାରା ରୋଗର ଚିକିତ୍ସା କରାଯାଉଥିବା ସମସ୍ତେ ଜାଣନ୍ତି। ହେଲେ ଦେହରେ ନିଆଁ ଲଗାଇ ରୋଗର ଚିକିତ୍ସା କରାଯାଉଥିବା ବିଷୟରେ କେବେ ଶୁଣିଛନ୍ତି? ହୁଏତ ନା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଚୀନ୍‌ରେ ୧୦୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଏହି ପଦ୍ଧତିରେ ଚିକିତ୍ସା କରାଯାଉଛି। ଏହାକୁ ‘ଫାୟାର ଥେରାପୀ’ ବା ‘ଅଗ୍ନୀ ଚିକିତ୍ସା’ ବୋଲି କୁହାଯାଏ। ଏହି ଥେରାପୀ ଦ୍ୱାରା ଚିନ୍ତା, ଅବସାଦ, ବଦହଜମୀ, ବାଞ୍ଝପଣଠାରୁ ଆରମ୍ଭକରି କ୍ୟାନ୍ସର ପର୍ଯ୍ୟନ୍ତ ରୋଗରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି। ବିଶେଷକରି ବଡ଼ ତଥା ଦୁରାରୋଗ୍ୟ ରୋଗ ପାଇଁ ଅଧିକ ଅର୍ଥ ଖର୍ଚ୍ଚ କରିବା ସମସ୍ତଙ୍କ ପକ୍ଷେ ସମ୍ଭବପର ନୁହେଁ। ଏଥିପାଇଁ ଫାୟାର ଥେରାପୀକୁ ଉପଯୁକ୍ତ ଏବଂ ଶସ୍ତା ବୋଲି କୁହାଯାଏ। ଚୀନ୍‌ରେ ଅନେକ ବଡ଼ ରୋଗରୁ ମୁକ୍ତି ପାଇଁ ଏହି ଥେରାପୀ ବ୍ୟବହାର ହୋଇଥାଏ।
ଏହି ପଦ୍ଧତିରେ ଲୋକଙ୍କ ଉପଚାର କରୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଝାଙ୍ଗ ଫାଙ୍ଗ ବେଶ୍‌ ଲୋକପ୍ରିୟ। ଝାଙ୍ଗଙ୍କ କହିବା ଅନୁସାରେ ଫାୟାର ଥେରାପୀ ମାନବ ଇତିହାସରେ ୪ର୍ଥ ବଡ କ୍ରାନ୍ତି। ସେ ବେଜିଂର ଏକ ଛୋଟ ଆପାର୍ଟମେଣ୍ଟରେ ଉପରୋକ୍ତ ରୋଗର ଚିକିତ୍ସା କରିଥାନ୍ତି। ଏକ ଓ୍ବେବ୍‌ସାଇଟ୍‌ ଅନୁସାରେ, ପ୍ରଥମେ ରୋଗୀ ପିଠିରେ ଚେରମୂଳିରେ ପ୍ରସ୍ତୁତ ଏକ ଲେପ ଲଗାଯାଇ ତାହାକୁ ଏକ ଚାଦରରେ ଘୋଡ଼ାଇ ଦିଆଯାଏ। ଏହା ଉପରେ ପାଣି ଏବଂ ମଦ ଛିଞ୍ଚି ନିଆଁ ଲଗାଯାଏ। ଏହିପରି ରୋଗର ଚିକତ୍ସା ହୋଇଥାଏ। ଏହା ଦ୍ୱାରା ଶରୀରର ଉପରସ୍ତରକୁ ଗରମକରି ଭିତରୁ ଥଣ୍ଡାକୁ ଦୂର କରାଯାଇଥାଏ। ତେବେ ଏହି ଥେରାପୀ ନେଉଥିବା ବ୍ୟକ୍ତିଙ୍କ ନିକଟରେ ଏଥିପାଇଁ ସାର୍ଟିଫିକେଟ ଥିବା ଆବଶ୍ୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri