କଂଗ୍ରେସକୁ ସୁଦୃଢ଼ କରିବାକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ: ମୋକିମ୍‌

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଣ୍ଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଗୁରୁବାର ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ ସତର୍କ କରାଇଛନ୍ତି। ଜାନକୀ ବଲ୍ଲଭ ପଟ୍ଟନାୟକ, ବସନ୍ତ ବିଶ୍ୱାଳ ଓ ହେମାନନ୍ଦ ବିଶ୍ୱାଳଙ୍କ ଭଳି ନେତାଙ୍କ ପରେ ରାଜ୍ୟ କଂଗ୍ରେସ ଏ ପର୍ଯ୍ୟନ୍ତ ସେମାନଙ୍କ ଭଳି ଲୋକପ୍ରିୟ ନେତାଙ୍କୁ ଆଗକୁ ଆଣିବାରେ ସକ୍ଷମ ହୋଇ ନ ଥିବା ତଥା ବର୍ତ୍ତମାନର ନେତୃତ୍ୱ ଏହି ସମସ୍ୟା ପ୍ରତି ସଚେତନ ରହିବେ ବୋଲି ମୋକିମ୍‌ ଆଶାବ୍ୟକ୍ତ କରିଛନ୍ତି। ଗଣମାଧ୍ୟମକୁ ମୋକିମ୍‌ କହିଛନ୍ତି, ସେ କଂଗ୍ରେସରେ ହିଁ ଅଛନ୍ତି। ରାଜ୍ୟରେ ଦଳକୁ ସୁଦୃଢ଼ କରିବା ପାଇଁ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି। ବିଧାନସଭାରେ କଂଗ୍ରେସର ୯ ବିଧାୟକ ଥିବାବେଳେ ଉପନିର୍ବାଚନରେ ଦଳ ବିଶେଷ ପ୍ରଭାବ ପକାଇପାରିଲା ନାହିଁ। ତେଣୁ ବାସ୍ତବତାକୁ ଗ୍ରହଣକରି ପରିଶ୍ରମ ନ କଲେ ରାଜ୍ୟରେ କଂଗ୍ରେସର ସ୍ଥିତି ଆହୁରି ଖରାପ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri