କଂଗ୍ରେସର କଟାକ୍ଷ: ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌-୨୦୧୯ ପାସ୍‌ ହେବା ପରେ ବୁଧବାର ରାଜ୍ୟ ସଭାରେ ଆଗତ କରାଯାଇଛି। ଏହାକୁ ବିଜେଡି ପକ୍ଷରୁ ସମର୍ଥନ କରାଯିବା ପରେ କଂଗ୍ରେସ ପକ୍ଷରୁ ବିଜେଡିକୁ ସମାଲୋଚନା କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ଶରତ ରାଉତ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଏହି ବିଲ୍‌ ଦେଶ ବିରୋଧୀ। ବିଲ୍‌କୁ ସରକାର ତୁରନ୍ତ ପ୍ରତ୍ୟାହାର କରିବା ଦରକାର। ଏହି ବିଲ୍‌ ପାସ ହେବା ପରେ ଦେଶର ଏକତା, ଅଖଣ୍ଡତା, ଜାତୀୟତା ଏବଂ ସଂହତି ବ୍ୟାହତ ହେବ। ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି। ଧର୍ମନିରପେକ୍ଷତାର ଦ୍ୱାହୀ ଦେଉଥିବା ବିଜେଡିର ମୁଖା ଖୋଲିଯାଇଛି। ବିଲ୍‌ ଆଇନରେ ପରିଣତ ହେଲେ ଅଶାନ୍ତି ଓ ଅରାଜକତା ସୃଷ୍ଟି ହେବ ବୋଲି ସେ କହିଛନ୍ତି। ସେହିଭଳି ଭାଜପାକୁ କଟାକ୍ଷ କରି ସମ୍ବିଧାନର ଆତ୍ମା ସହ ଦଳ ଖେଳୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri