କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ନିରଞ୍ଜନ କହିଲେ ‘ଏବେ ଚାଲିଛି ୩-ପି’ ସରକାର’

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମନ୍ତବ୍ୟ ରଖି କହିଛନ୍ତି, ଏବେ କେନ୍ଦ୍ର ଏବଂ ରାଜ୍ୟରେ ‘୩-ପି’ ସରକାର ଚାଲିଛି। ପ୍ରତିଶ୍ରୁତି, ପ୍ରଚାର, ପ୍ରତାରଣାର ସରକାର ଚାଲିଛି। କରୋନା ସହ ଯୁଦ୍ଧ ବେଳେ ଉଭୟ ଭାଜପା ଓ ବିଜେଡି ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି କରୁଛନ୍ତି। ନିର୍ବାଚନ ସ୍ବପ୍ନ ନ ଦେଖି, ରାଜ୍ୟବାସୀଙ୍କ ସମସ୍ୟା ଦୂର କରନ୍ତୁ। ସରକାରଙ୍କ ତରଫରୁ କରାଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରର ଅବ୍ୟବସ୍ଥା କଥା କହିଲେ ନ ସରେ। ଇଏ ୭ ଲକ୍ଷ ବେଡ୍‌ କହୁଛନ୍ତି। ୩ ଲକ୍ଷ ଲୋକ ଆସିଛନ୍ତି, ହେଲେ ଏକ ଲକ୍ଷ ପଳାଇଲେଣି ବୋଲି ନିରଞ୍ଜନ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri