କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ ଜାତୀୟସ୍ତରର ଏକ ବୈଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ। ତାଙ୍କ ବିରୋଧରେ ବିଧାୟକ ନରସିଂହ ମିଶ୍ର ସ୍ଥାନୀୟ ଟାଉନ୍‌ ଥାନାରେ ଅଭିଯୋଗ କରିଛନ୍ତି। ବୁଧବାର ରାତିରେ ବିଧାୟକ ମିଶ୍ର ଟାଉନ ଥାନାକୁ ଆସି ଆଇଆଇସି ସଂଗ୍ରାମ କେଶରୀ ପଟ୍ଟନାୟକଙ୍କୁ ଅଭିଯୋଗ ପତ୍ର ପ୍ରଦାନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ କହିଥିଲେ। ପାଲଘର ମବ୍‌ ଲିଚିଂ ଘଟଣାରେ ଦୁଇଜଣ ସାଧୁଙ୍କୁ ଲୋକେ ପିଟି ପିଟି ମାରଦେବା ଘଟଣାର ପ୍ରସାରଣ ବେଳେ ସମ୍ପୃକ୍ତ ଟିଭି ମୁଖ୍ୟ ସମ୍ପାଦକ ଜଣକ ସୋନିଆ ଗାନ୍ଧୀ ଓ ତାଙ୍କ ଦଳ ବିରୋଧରେ ଅଶାଳୀନ ମନ୍ତବ ଦେବା ସହ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟିକାରୀ ବକ୍ତବ୍ୟ ରଖିଥିଲେ। ଏହା ଆଇନ ବିରୋଧୀ କହି ବିଧାୟକ ମିଶ୍ର ଅଭିଯୋଗ ପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri