Posted inଜାତୀୟ

କଂଗ୍ରେସ ଉପରେ ବର୍ଷିଲେ ମୋଦି

ପାଟନା,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ପାଲିଗଞ୍ଜଠାରେ ବୁଧବାର ଏକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ଏବଂ ଅନ୍ୟ ବିରୋଧ ଦଳଙ୍କ ଉପରେ ବର୍ଷିଛନ୍ତି। ଦେଶରେ ଦୁର୍ନୀତି ଏଭଳି ଦଳ ସଦସ୍ୟଙ୍କ ପାଇଁ ବଢ଼ିଥିବା ମୋଦି ଅଭିଯୋଗ କରିଛନ୍ତି। ଏସବୁ ଦଳର ସଦସ୍ୟ ଦେଶର ସ୍ବାର୍ଥ ଅପେକ୍ଷା ନିଜସ୍ବ ବ୍ୟକ୍ତିଗତ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଥିବା ମୋଦି କହିଛନ୍ତି। ଏହା ସହିତ ସେ ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କୁ ମଧ୍ୟ ଟାର୍ଗେଟ୍‌ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ଲାଲୁଙ୍କ ପାଖରେ କୋଟି କୋଟି ଟଙ୍କା ସମ୍ପତ୍ତି କେଉଁଠୁ ଆସିଲା ବୋଲି ମୋଦି ଏହି ନିର୍ବାଚନୀ ସଭାରେ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ଏଠାରେ ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ ମେ ୧୯ରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri