Posted inଜାତୀୟ

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ ମିଳିଛି। ଘଟଣା ହେଲା କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ଏହି ବିଜ୍ଞପ୍ତି ଗ୍ରହଣ କରିଛି।
ଏହି ବିଜ୍ଞପ୍ତିରେ ଦଳକୁ ଟ୍ୟାକ୍ସ ରିଟର୍ଣ୍ଣ ଦାଖଲ ବେଳେ ପୁରୁଣା ପାନ କାର୍ଡ ବ୍ୟବହାର ପାଇଁ ୧୧କୋଟି ଟଙ୍କା ‘ଦେୟ’ ଦେବାକୁ କୁହାଯାଇଛି।
ସିପିଆଇ କହିଛି ଯେ ଟିକସ କର୍ତ୍ତୃପକ୍ଷଙ୍କ ନୋଟିସକୁ ଚ୍ୟାଲେଞ୍ଜ କରିବାକୁ ଆମେ ଆମର ଓକିଲଙ୍କ ସହ ପରାମର୍ଶ କରୁଛୁ। ସୂତ୍ରରୁ ପ୍ରକାଶ ଯେ, ଆଇଟି ବିଭାଗକୁ ଦିଆଯିବାକୁ ଥିବା ଦେୟ ପାର୍ଟି ଦ୍ୱାରା ପୁରୁଣା ପାନ କାର୍ଡ ବ୍ୟବହାରରେ ତ୍ରୁଟି ଯୋଗୁଁ ଅଧିକାରୀମାନଙ୍କୁ ଦିଆଯିବାକୁ ଥିବା ଜରିମାନା ଏବଂ ସୁଧ ଅନ୍ତର୍ଭୁକ୍ତ।
ଜଣେ ବରିଷ୍ଠ ସିପିଆଇ ନେତା ପିଟିଆଇକୁ କହିଛନ୍ତି ଯେ ଆମେ ଆଇନ ସହାୟତା ଏବଂ ଆମର ଓକିଲଙ୍କ ସହ ପରାମର୍ଶ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ...

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ...

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ...

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ...

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ...

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri