Posted inଜାତୀୟ

କଂଗ୍ରେସ ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ: ଜଣେ ମୃତ

ବେଙ୍ଗାଲୁର,୧୯।୫: କର୍ନାଟକର ରାଜରାଜେଶ୍ୱରୀ ନଗରରେ ଥିବା କଂଗ୍ରେସ ବିଧାୟକ ମୁନିରତ୍ନାଙ୍କ ଘର ସାମ୍ନାରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ମୁନିରତ୍ନାଙ୍କ ଘରେ କାମ କରୁଥିବା ଭେଙ୍କଟେସଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ଅଧିକ ଥିଲା ଯେ ଭେଙ୍ଗଟେସଙ୍କ ଶରୀରର ବିଭିନ୍ନ ଅଂଶ ଖଣ୍ଡ ବିଖଣ୍ଡିତ ହୋଇ ଏଣେତେଣେ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ସୁଦ୍ଧା ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଗୋଟିଏ ପଟେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନର ମତଦାନ ଚାଲିଥିବା ବେଳେ ଅନ୍ୟପଟେ ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ ରାଜନୀତି ପାଣିପାଗକୁ ଉଷ୍ମ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri