Posted inଜାତୀୟ

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ ନେଇ  କହିଛନ୍ତି କଂଗ୍ରେସ ୭୦ ବର୍ଷ ମଧ୍ୟରେ ଯାହା କରିପାରି ନ ଥିଲା ପ୍ରଧାନମନ୍ତ୍ରୀ ମୋଦି ତାହା ମାତ୍ର ୭୫ ଦିନରେ କରି ଦେଖାଇଲେ। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ଯେଉଁ ସ୍ବପ୍ନ ଥିଲା ଓ୍ବାନ ଇଣ୍ଡିଆ ଏହାପାଇଁ କିନ୍ତୁ ବିରାଟ ବାଧା ଥିଲା ଅନୁଚ୍ଛେଦ ୩୭୦। ହେଲେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ମୋଦି ସରକାର ପଟେଲଙ୍କ ସ୍ବପ୍ନକୁ ପୂରଣ କରିଛନ୍ତି ବୋଲି ଶାହ କହିଛନ୍ତି। ସୂଚନାଯୋଗ୍ୟ, ଶାହ ଶୁକ୍ରବାର ହରିୟାଣାର ଜିନ୍ଦଠାରେ ଆୟୋଜିତ ‘ଆସ୍ଥା ରାଲି’ରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri