କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ ମାମଲା ବୁଝିବାକୁ ଯାଇଥିବା ଯୁବକଙ୍କୁ ମାଡ଼ ମାରି ହାଜତରେ ରଖିବା ଅଭିଯୋଗରେ ପୋଲିସ ଡିଜି ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଏ ନେଇ ଏସ୍‌ପି ଅନୁପମା ଜେମ୍ସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri