କଟକଣାକୁ ବେଖାତିର: ନିଷିଦ୍ଧାଞ୍ଚଳରେ ଚକ୍କର କାଟୁଛି ଟ୍ରଲର

ପୁରୀ ଅଫିସ, ୧୦ା୧୨: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ମାରିବା ଉପରେ କଟକଣା ଲଗାଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ଆଗମନ ଏବଂ ଅଣ୍ଡାଦାନ ଲାଗି ନଭେମ୍ବର ୧ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ରହିଛି। ଏହି ସମୟ ମଧ୍ୟରେ ନିଷିଦ୍ଧାଞ୍ଚଳରେ କୌଣସି ଟ୍ରଲର ମାଛ ମାରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି କଟକଣାକୁ ଅନେକ ସମୟରେ ବେଖାତିର କରି ନିଷିଦ୍ଧାଞ୍ଚଳରେ ମାଛ ମାରୁଛନ୍ତି ଟ୍ରଲର। ମଙ୍ଗଳବାର ଅପରାହ୍ନରେ ପୁରୀ ବେଳାଭୂମିଠାରୁ ମାତ୍ର ୧ କିମି ମଧ୍ୟରେ ସମୁଦ୍ର ମଧ୍ୟରେ ଏକ ଟ୍ରଲର ମାଛ ମାରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri