କଟକଣା କୋହଳ ପରେ ବାପୁଜିନଗରରେ ଖୋଲିଲା ଦୋକାନ, ମାଇକ୍‌ ଯୋଗେ ସଚେତନ କଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯିବା ପରେ ବାପୁଜିନଗରରେ କିଛି ଦୋକାନ ଖୋଲିଛି। ତେବେ ଏହି ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ପୋଲିସ ପକ୍ଷରୁ ମାଇକ୍‌ ଯୋଗେ ପ୍ରଚାର କରାଯାଉଛି। ଦୋକାନରେ ବ୍ୟବସାୟୀ ଓ ଗ୍ରାହକ ୬ ଫୁଟ ଦୂରତାରେ ରହିବେ। ସମସ୍ତେ ମାସ୍କ ପିନ୍ଧିବା ଜରୁରୀ। ଦୋକାନରେ ସାନିଟାଇଜର ଓ ହ୍ୟାଣ୍ଡଓ୍ବାସ୍‌ ରହିବ। ହାତ ଧୋଇବା ବ୍ୟବସ୍ଥା ମଧ୍ୟ କରାଯିବ। ନଚେତ ୫ଶହ ଟଙ୍କା ଫାଇନ୍‌ ଆଦାୟ କରାଯିବ। ଏଥିରୁ କୌଣସି ବି ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିଭଳି ଅଞ୍ଚଳରେ ହେଟେଲ ଖୋଲିଲେ ମଧ୍ୟ କେହି ସେଠାରେ ବସି ଖାଇପାରିବେ ନାହିଁ। କେବଳ ପାର୍ସଲ କରି ଘରକୁ ନେଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri