କଟକଣା ନ ମାନି ୩ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ,୧୨ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ରଣଜିତ ଓ ପଟାପୋଲ ଠାରେ ଲାକଡାଉନ ଚାଲିଥିବା ବେଳେ ପ୍ରଶାସନର ବାରଣ ସତ୍ତ୍ୱେ ପାନ ଦୋକାନ ଖୋଲି ବେପାର କରୁଥିବାଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶନିବାର ଓ ରବିବାର ୩ ଜଣଙ୍କୁ ଗିରଫ କରିଛି। ଶନିବାର ଗିରଫ ୨ଜଣଙ୍କ ନାମରେ ଏକ ମାମଲା(ନଂ.୭୩/୨୦) ରୁଜୁ କରି ରବିବାର କୋର୍ଟ ଚାଲାଣ କରାଯାଇଛି। ସେହିପରି ରବିବାର ଗିରଫ ବ୍ୟକ୍ତିଙ୍କ ନାମରେ ମାମଲା(ନଂ. ୭୪/୨୦) ପରେ ଥାନାରେ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?