କଟକଣା ଭିତରେ ରଜ ପାଳନ

ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା ମେହେନ୍ଦିରେ ସଜେଇ ହେଉଥିବାର ଦେଖିବାକୁ ମିଳୁଛି ା ଲୋମାନେ ଘରେ ପିଠାପଣାର ଆନନ୍ଦ ନେଉଛନ୍ତି ା ସେହିଭଳି ବ୍ଲକର ଭୁଆଁଳଗଡିଆ, ସିମୁଳିଆ, ନଛିପୁର, ନହଙ୍ଗ ଆଦି ସ୍ଥାନରେ ବିନା ଗହଳିରେ ପୂଜା ଯଥାରିତି ନୀତିରେ ସମ୍ପର୍ଣ୍ଣ ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri