କଟକ ଅଫିସ,୪।୪- କରୋନା ଭୁତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଏହିସବୁ କଟକଣା ଉଲଘଂନ ଅଭିଯୋଗରେ କଟକ ପୋଲିସ ଶୁକ୍ରବାର ସକାଳ ୯ଟା ଠାରୁ ଶନିବାର ସକାଳ ୯ଟା ଭିତରେ ୧୩ଟି ମାମଲା ରୁଜୁ କରିଛି। କଟକଣା ସତ୍ୱେ ବିନା କାରଣରେ ବାଇକ ଚଳାଉଥିବା ବ୍ୟକ୍ତି ମାନଂକୁ ମଧ୍ୟ ଧରିଛି। ସେମାନଙ୍କ ଠାରୁ ୫୫ଟି ବାଇକ୍ ଜବତ କରିଛି। ଏଥି ସହିତ ୪,୩୫,୦୦୦ ଟଙ୍କା ଜୋରିମାନା ସଂଗ୍ରହ କରାଯାଇ ଥିବା କଟକ ଡିସିପି ଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।
Posted inଆମ ଜିଲା ଖବର, କଟକ View All
ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…
ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…
ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର
ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…
ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା
ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…
ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ
ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…
୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର
ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…
ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…
ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…
ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…
ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…
odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…
ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…
Archives

