କଟକରେ ଖୋଲିଲା ପାର୍କ

କଟକ ଅଫିସ,୨୭।୫: କଟକରେ ଖୋଲିଲା ପାର୍କ। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ ୪ଟାରୁ ୬ଟା ଯାଏ ପାର୍କ ଖୋଲା ରହିବ। ତେବେ ପାର୍କରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଦୋଳି ଓ ଜିମ୍‌ ଉପକରଣ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।