କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ ଚତୁଃପାର୍ଶ୍ୱ ରିଂ ରୋଡ୍‌ ୬ ଲେନ୍‌ ହେବ। କଟକ ଏସ୍‌ସିବି ମେଡିକାଲ ବିଶ୍ୱସ୍ତରୀୟ ହେବ। ଏହାର ନବନିର୍ମାଣ କାର୍ଯ୍ୟ ମାର୍ଚ୍ଚରୁ ଆରମ୍ଭ ହେବ। ମହାନଦୀ ପଠାରେ ଚିହ୍ନଟ ହୋଇଥିବା ୪୨୧ ଏକର ଜମିରେ ବିଭିନ୍ନ ପ୍ରକଳ୍ପ କରାଯିବ। ବିଶେଷକରି କ୍ରିଡ଼ା, ସ୍ବାସ୍ଥ୍ୟ ଏବଂ ଶିକ୍ଷା କ୍ଷେତ୍ରକୁ ନେଇ ବିଭିନ୍ନ ପ୍ରକଳ୍ପ କରାଯିବ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ ବୁଧବାର ଏସ୍‌ସିବି ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟ ତଦାରଖ କରିଥିଲେ। ପରେ ସେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଏବଂ ରାଜସ୍ବ କମିଶନର ଅନିଲ କୁମାର ସାମଲଙ୍କ ସହ ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା କରିଥିଲେ। ଏଥିଲାଗି ତୁରନ୍ତ ଜମି ଅଧିଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ଶେଷ ହେବା ପରେ ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri