କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ପାଇଁ ମିଳୁନି ଦୃଢ଼ ପ୍ରମାଣ

କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍‌ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ ଉଠାଇ ଆଣିଥିଲା। ହେଲେ ଏଯାଏ ତାଙ୍କୁ ଗିରଫ କରିବା ପାଇଁ ଠୋସ ପ୍ରମାଣ ଯୋଗାଡ଼ କରି ପାରିନାହିଁ ପୋଲିସ। ଡିସିପି ଅଖିଳେଶ୍ୱର ସିଂଙ୍କ ନେତୃତ୍ୱରେ ୪ଜଣ ବରିଷ୍ଠ ପୋଲିସ ଅଧିକାରୀ ନାରାୟଣଙ୍କୁ ଘନଘନ ଜେରା କରୁଛନ୍ତି। ମାତ୍ର ସନ୍ଦିଗ୍ଧ ନାରାୟଣଙ୍କୁ ଗିରଫ କରିବା ଭଳି କୌଣସି ପ୍ରମାଣ ପୋଲିସ ହାତରେ ପଡ଼ିନାହିଁ ବୋଲି ଡିସିପି ସିଂ କହିଛନ୍ତି। ସୂଚନାଯୋଗ୍ୟ, ସିସିଟିଭି ଫୁଟେଜ ଆଧାରରେ ନାରାୟଣଙ୍କୁ ପୋଲିସ ଉଠାଇ ଆଣିଥିଲା।
ସେ ହତ୍ୟାକାରୀ ବୋଲି ପୋଲିସ ସ୍ପଷ୍ଟ କରି ନ ଥିଲେ ମଧ୍ୟ ତାଙ୍କ ଉପରେ ସନ୍ଦେହ ଘନୀଭୂତ ହୋଇଥିବା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲା। ତେବେ ସେ ହତ୍ୟାରେ ବ୍ୟବହାର କରିଥିବା ଛୁରି କିମ୍ବା ରକ୍ତଭିଜା କପଡ଼ା ପୋଲିସକୁ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri