କଟକ ସହର ପାଇଁ ହେଲ୍ପଲାଇନ ଜାରିକଲା ସିଏମସି

କଟକ ଅଫିସ,୪। ୪- ସଟ୍ ଡାଉନ୍ ଯୋଗୁଁ କଟକ ସହର ସଂପୂର୍ଣ୍ଣ ବନ୍ଦ ରହିଛି। ଘରୁ ନ ବାହାରିବା ପାଇଁ ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ ଆବଶ୍ୟକ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। କୌଣସି ପ୍ରକାର ଅସୁବିଧା ହେଲେ ଜଣାଇବା ପାଇଁ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ସହରବାସୀ ୭୦୭୭୭୭୫୫୫୫ କୁ ଯୋଗାଯୋଗ କରିବା ପାଇଁ ସିଏମ୍ସି ତରଫରୁ ନିବେଦନ କରାଯାଇଛି। ଏହା କେବଳ କଟକ ସହର ପାଇଁ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri