Posted inଜାତୀୟ

କଠୁଆ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଦୋଷୀ ସାବ୍ୟସ୍ତ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣ ବଳାତ୍କାର ଓ ହତ୍ୟା ମାମଲାରେ ୭ ଜଣଙ୍କ ମଧ୍ୟରୁ ପଠାନକୋଟ କୋର୍ଟ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ମୁଖ୍ୟ ଅଭିଯୁକ୍ତ ଗାଁ ମୁଖିଆ ସାଞ୍ଜି ରାମ, ପରଭେଶ କୁମାର, ଦୁଇ ପୋଲିସ ଅଧିକାରୀ ଦିପକ ଖଜୁରିଆ ଓ ସୁରେନ୍ଦ୍ର ବର୍ମା, ହେଡ୍‌ କନଷ୍ଟେବଳ ତିଲକ ରାଜ ଓ ଇନ୍ସପେକ୍ଟର ଆନନ୍ଦ ଦତ୍ତ। ଏଥିରେ ବିଶାଲଙ୍କୁ ଦୋଷମୁକ୍ତ କରାଯାଇଛି।ଅପରାହ୍ନ ୨ଟାରେ ଏମାନଙ୍କୁ ଦଣ୍ଡ ବିଧାନ କରାଯିବ। ସୂଚନାଯୋଗ୍ୟ, ଗତବର୍ଷ ଜମ୍ମୁ-କଶ୍ମୀରର ୮ ବର୍ଷର ଝିଅକୁ ଗଣ ବଳାତ୍କାର କରାଯିବା ସହ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri