କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି ଦୋକାନ ବଜାରରେ ଭିଡ ଜମାଉଛନ୍ତି। ଫଳରେ ଜିଲା ପ୍ରଶାସନ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁକୁ କଡାକଡି ପାଳନ ପାଇଁ ଡାକବାଜି ଯନ୍ତ୍ର ଦ୍ୱାରା ଖଜୁରିପଡା ବ୍ଲକ ଅଞ୍ଚଳରେ ପ୍ରଚାର ଚଳାଇଛି। ଫୁଲବାଣୀ ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁଙ୍କ ତତ୍ତ୍ବାବଧାନରେ ତହସିଲଦାର ସ୍ବପ୍ନିତା ନାଏକ, ଆଇଆଇସି ରମାକାନ୍ତ ପାତ୍ର, ଆର୍‌ଆଇ ଅମୀୟଭୂଷଣ ରାମ ପ୍ରମୁଖ ବ୍ଲକର ପ୍ରତି ପଞ୍ଚାୟତ ଗସ୍ତ କରି କର୍ଫ୍ୟୁ ନିୟମକୁ ଯିଏ ଉଲ୍ଲଘଂନ କରିବ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁମାନେ ମାକ୍ସ ବ୍ୟବହାର କରୁନାହଁାନ୍ତି ଜରିମାନା ଆଦାୟ କାରାଯିବ ବୋଲି ପ୍ରଚାର କରିବା ସହ କେତେଜଣ ବ୍ୟବସାୟୀ ମାକ୍ସ ପିନ୍ଧି ନ ଥିବାରୁ ତହସିଲଦାର ଜରିମାନା ଆଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?