କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ  ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର ଷ୍ଟ୍ରଙ୍ଗ୍‌ ରୁମରେ ଇଭିଏମ ଓ ଭିଭିପିଏଟି ମେଶିନକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଏଥିରେ  ୬ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ବନ୍ଦ ରହିଥିବାବେଳେ ସିଆର୍‌ପିଏଫ ଓ ଓଡ଼ିଶା ପୋଲିସର କର୍ମଚାରୀମାନେ ଏହା ଉପରେ ତୀକ୍ଷ୍ନ ନଜର ରଖିଛନ୍ତି। ଏହାସହିତ ଅଗ୍ନିଶମ ବିଭାଗର କର୍ମଚାରୀମାନେ ମଧ୍ୟ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଷ୍ଟ୍ରଙ୍ଗ ରୁମ ଭିତରେ ସିସିଟିଭିର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri