କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଆରମ୍ଭ ହୋଇଛି। ଜିଲା ସଂସ୍କୃୃତି ଭବନ ପରିସରରେ ପ୍ରଥମେ ପୋଷ୍ଟାଲ ବେଲଟରେ ଗଣତି ଆରମ୍ଭ ହୋଇଛି l ମୋଟ ୭୮୪୦ ଜଣ ପୋଷ୍ଟାଲ ଯୋଗେ ମତଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri