କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ୪୯୫୨ ଭୋଟ ପାଇଛନ୍ତି।