କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୫ା୫
ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି । ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ ୬୪,୧୧୮ ଖଣ୍ଡ ଭୋଟ ପାଇଥିଲେ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାଲିଥିଲା । ତେବେ ଶେଷରେ ୧୨୮ ଖଣ୍ଡର ଥ୍ରୀଲିଙ୍ଗ ଭିକ୍ଟ୍ରିରେ ସନ୍ତୋଷ ସିଂ ସାଲୁଜା ବାଜି ମାରି ନେଇଥିଲେ । ଏହି ଭୋଟ ବ୍ୟବଧାନକୁ ଓଡିଶାର ସର୍ବନିମ୍ନ ଭୋଟ ବ୍ୟବଧାନ ଭାବେ ଗଣାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri