କଣ୍ଟେନମେଣ୍ଟ ଜୋନ -୧, ଜୋନ -୨ ରେ ସ୍ବାସ୍ଥ୍ୟ ବିଭାଗର ସର୍ଭେ

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଦୁଇ ପଞ୍ଚାୟତକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବୁଧବାର ଅଗ୍ନିଶମ ବିଭାଗ ଦାରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ କେମିକାଲ ସ୍ପ୍ରେ ଦ୍ୱାରା ବିଶୋଧନ କରାଯାଇଛି। ସଂକ୍ରମିତ ଦୁଇ ପଞ୍ଚାୟତ ରହଣିଆ ଓ ତେସିଙ୍ଗାର କୁଶଗଡିଆ, ସୁରୁବଣ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସମେତ ନଗୁଆଁ ପଞ୍ଚାୟତ ର ଡଗରପଡା ଠାରେ ଥିବା ଅସ୍ଥାୟୀ ସ୍ବାସ୍ତ୍ୟ କେନ୍ଦ୍ର ପରିସର କୁ ବିଶୋଧନ କରାଯାଇଥିଲା। ଦୁଇ ପଞ୍ଚାୟତକୁ ଦୁଇଟି ଯୋନରେ ଦୁଇଟି ମେଡିକାଲ ଟିମ ଲୋକଙ୍କ ସ୍ବାସ୍ଥ୍ୟ ତଦାରଖ କରୁଛନ୍ତି। ରହଣିଆକୁ ଯୋନ -୧ ଏବଂ ତେସିଙ୍ଗାକୁ ଯୋନ -୨ ରେ ଭାଗ କରାଯାଇ ଦୁଇଟି ଡାକ୍ତରୀ ଟିମ ନିୟୋଜିତ ହୋଇଛନ୍ତି। ଦୁଇ ପଞ୍ଚାୟତର ମୋଟ ୪୧୫୦ ପରିବାରକୁ ଅତ୍ୟାବଶ୍ୟକ ସାମଗ୍ରୀ ଓ ଜାଳେଣି ଗ୍ୟାସ ଯୋଗାଣ ଆରମ୍ଭ ହୋଇଥିବା ରହଣିଆ ସରପଞ୍ଚ ଅଲିଭା ନାୟକ ଓ ତେସିଙ୍ଗା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜିତ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri