Posted inଜାତୀୟ

କଥା କହିଲେ ଉଡ଼ିବ ଯୁଦ୍ଧ ବିମାନ: ଏଚ୍‌ଏଏଲ୍‌ ପ୍ରସ୍ତୁତ କଲା ଭଏସ୍‌ ଆକ୍ଟିଭେଟେଡ୍‌ କମାଣ୍ଡ ସିଷ୍ଟମ୍‌

ଲକ୍ଷ୍ନୌ,୩।୨: ଏଣିକି ଆଉ ଯୁଦ୍ଧ ବିମାନକୁ କକ୍‌ ପିଟ୍‌ରେ ବସି ନିୟନ୍ତ୍ରଣ କରିବାକୁ ପଡ଼ିବ ନାହିଁ। ଭାରତ ନିଜସ୍ବ ଜ୍ଞାନକୌଶଳ ଦ୍ୱାରା ଭଏସ୍‌ ଆକ୍ଟିଭେଟେଡ୍‌ କମାଣ୍ଡ ସିଷ୍ଟମ୍‌ ପ୍ରସ୍ତୁତ କରିପାରିଛି। ଏହାକୁ ହିନ୍ଦୁସ୍ତାନ ଏରୋନ୍ୟୁଟିକାଲ ଲିମିଟେଡ୍‌(ଏଚ୍‌ଏଏଲ୍‌)ର ବୈଜ୍ଞାନିକ ତିଆରି କରିଛନ୍ତି। ଏହା ଫେବୃୟାରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ପ୍ରତିରକ୍ଷା ଏକ୍ସପୋରେ ପ୍ରଦର୍ଶନ କରାଯିବ। ଏହି ପ୍ରଦର୍ଶନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ଦ୍ୱାରା ଭବିଷ୍ୟତ ଯୁଦ୍ଧ ସହଜ ହେବ। ଫାଇଟର ଯୁଦ୍ଧ ବିମାନ ପାଇଲଟ୍‌ଙ୍କ କଥା ଅନୁସାରେ ଶତ୍ରୁ ଶିବିରକୁ ନିମିଷକେ ଧ୍ୱଂସ କରିବାକୁ ସକ୍ଷମ ହେବ। ନାସିକ୍‌ ଡିଭିଜନ୍‌ରେ ଯୁଦ୍ଧ ବିମାନ ସୁଖୋଇ-୩୦ର କକ୍‌ ପିଟ୍‌ରେ ଏହି ଭଏସ୍‌ ଆକ୍ଟିଭେଟେଡ୍‌ କମାଣ୍ଡ ସିଷ୍ଟମ୍‌ ବ୍ୟବହାର କରାଯାଇଛି। ଏହି ପ୍ରୋଜେକ୍ଟରେ ଏଚ୍‌ଏଏଲ୍‌ର ବେଙ୍ଗାଲୁରୁ, ଲକ୍ଷ୍ନୌ ଡିଭିଜନ୍‌ ସହିତ ଅନ୍ୟ ଡିଭିଜନ୍‌ ସହାୟତା କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri