କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା

ବରଗଡ଼ ଅଫିସ୍‌,୧୮।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର ଗ୍ରାମରେ ଶନିବାର ଏକ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା । ଶିବିରରେ ୧୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହିତ ମାଗଣାରେ ଔଷଧ ଦିଆଯାଇଥିଲା । ଏହା ସହିତ ଶିବିରରେ କରୋନା ଉପରେ ସଚେତନତା ସୃଷ୍ଟି କରାଯାଇଥିଲା । ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶିବିର ପରିଦର୍ଶନ କରିଥିଲେ । ଡା. ସୁସ୍ମିତା ଦାଶ, ଡା. ପ୍ରବୀଣ ଅଗ୍ରୱାଲ, ମନିଷା ମହାନ୍ତି, ରାକେଶ ଗୋୟଲ ପ୍ରମୁଖ ଶିବିର ପରିଚାଳନା କରିଥିଲେ । ସରପଞ୍ଚ ଅଧିକାରୀ ବାରିକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri